ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ କରୋନା ରୋଗୀ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ସୁସ୍ଥ ହୋଇଥିବା ୬୦୯ ଜଣଙ୍କ ମଧ୍ୟରୁ ୨୬୮ ଜଣ ଗଞ୍ଜାମରୁ, ସୁନ୍ଦରଗଡରୁ ୧୩୫, ୩୭ ଜଣ ଖୋର୍ଦ୍ଧା, ୩୨ ଜଣ କଟକ, ବାଲେଶ୍ୱରରୁ…