ମାରାତ୍ମକ ହେଉଛି କରୋନା; ଦେଶରେ ୧୧୧ ମୃତ
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୪୦୦୦କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଏଯାବତ୍ କରୋନାଭାଇରସ ସଂକ୍ରମଣରେ ୧୧୧ ଜଣ…