Pass/Fail System: ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ: ଏଣିକି ସମସ୍ତ ଶ୍ରେଣୀରେ ରହିବ ପାସ୍ ଫେଲ୍ ବ୍ୟବସ୍ଥା
ଭୁବନେଶ୍ବର: ଏଣିକି ଷ୍ଟାଣ୍ଡାର୍ଡ ନଥିବା ପିଲା ଯେପର୍ଯ୍ୟନ୍ତ ପାସ୍ ହୋଇ ନାହାଁନ୍ତି ସେ ପର୍ଯ୍ୟନ୍ତ ସେହି କ୍ଲାସ୍ରେ ରହିବେ। ପୂର୍ବ ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ନଥିଲା। ବର୍ତ୍ତମାନର ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ରଖାଯାଇଛି। ପିଲା କ୍ଲାସ୍ରେ ଫେଲ୍ ହେଲେ ପୁନର୍ବାର କିଛି ଦିନ…