ମହାପ୍ରଭୁଙ୍କ ସେବାରେ ପୁରୀ ଗଜପତି ମହାରାଜା
ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା, ଠାକୁର ରାଜା ତଥା ଦାରୁବ୍ରହ୍ମଙ୍କର ପ୍ରଥମ ସେବକ ହେଲେ ପୁରୀ ଗଜପତି ମହାରାଜା । ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପରିପ୍ରେକ୍ଷୀରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ସୁନାବେଣ୍ଟ ଖଚିତ ସମାର୍ଜନୀରେ ରଥାରୂଢ ଶ୍ରୀବିଗ୍ରହମାନଙ୍କର ତିନି…