ଥାଇଲାଣ୍ଡରେ ମାଙ୍କଡଙ୍କ ଦ୍ୱାରା ନଡିଆ ତୋଳିବା ନେଇ ବିବାଦ ବଢ଼ିଲା, ବ୍ରିଟେନରେ ଉତ୍ପାଦ ଉପରେ କଟକଣା
ବ୍ୟାଙ୍କକ:ଦକ୍ଷିଣ ଥାଇଲାଣ୍ଡରେ ସ୍ଥାନୀୟ ବାସିନ୍ଦାମାନେ ମାଙ୍କଡଙ୍କୁ ବ୍ୟବହାର କରି ଗଛରୁ ନଡିଆ ତୋଳିଥାନ୍ତି । ଏ ନେଇ ପୂର୍ବରୁ ବାରମ୍ବାର ଅଭିଯୋଗ ଆସୁଥିଲେ ମଧ୍ୟ ସେଠାକାର ଲୋକେ ଏହାକୁ ଗୁରୁତ୍ୱ ଦେଉ ନ ଥିଲେ । ଏବେ ପିପୁଲ୍ସ ଫର ଏଥିକାଲ ଟ୍ରିଟମେଂଟ ଅଫ ଆନିମଲ୍ସ (ପେଟା) ଏ ନେଇ ଏକ…