ବଦଳିବେ ରାଜ୍ୟ କଂଗ୍ରେସ ମଙ୍ଗୁଆଳ !
ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟ କଂଗ୍ରେସର ମଙ୍ଗୁଆଳ ବଦଳିବେ । ଏଥିପାଇଁ ରେସରେ ୧୩ ଜଣ ବରିଷ୍ଠ ନେତା ଅଛନ୍ତି ବୋଲି ଆଜି ଭବିଷ୍ୟବାଣୀ କରିଛନ୍ତି ଜଟଣୀ ବିଧାୟକ ତଥା ବରିଷ୍ଠ ନେତା ସୁରେଶ ରାଉତରାୟ ।
ସୁର କହିଛନ୍ତି, ଖୁବ ଶୀଘ୍ର ପିସିସି ସଭାପତି ପଦରେ ପରିବର୍ତ୍ତନ ହୋଇପାରେ । ଏହି ରେସରେ…