୪୮ ଘଂଟା ପାଇଁ ଯାଜପୁର ସଟ୍ଡାଉନ୍
ଯାଜପୁର: ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭୁବନେଶ୍ୱର, କଟକ ଓ ଭଦ୍ରକ ପରେ ଯାଜପୁରରେ ମଧ୍ୟ ସଟ୍ଡାଉନ୍ ଘୋଷଣା କରାଯାଇଛି । ଜିଲ୍ଳାରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ଜିଲ୍ଲାର ସମସ୍ତ ବ୍ଲକ ମୁଖ୍ୟାଳୟ ଆଖ ପାଖ…