ରାଜ୍ୟରେ ବଢ଼ିଲା ୧୪୪୧ କୋଭିଡ ଶଯ୍ୟା ସଂଖ୍ୟା
ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଉଛି କରୋନା । ଦିନକୁ ଦିନ ସାଂଘାତିକ ଭାବେ ବଢ଼ିଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର କୋଭିଡ ଶଯ୍ୟା ସଂଖ୍ୟା ବଢ଼ାଇଛନ୍ତି । କୋଭିଡ ହସ୍ପିଟାଲରେ ବଢ଼ିଛି ୧୪୪୧ କୋଭିଡ ଶଯ୍ୟା ।
ହାଇଟେକ ମେଡିକାଲ କଲେଜରେ ଆଉ ୫ ଶହ…