ପଞ୍ଚମ କରୋନା ରୋଗୀଙ୍କ ପରିଚୟ ସାର୍ବଜନୀନ କଲା ବିଏମ୍ସି
ଭୁବନେଶ୍ୱର: ଅହମଦାବାଦ ମହାନଗର ନିଗମ ପଦାଙ୍କ ଅନୁସରଣ କରି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆଜି ରାଜ୍ୟର ପଞ୍ଚମ କରୋନା ପଜିଟିଭ ରୋଗୀଙ୍କ ନାମ ଓ ଠିକଣା ସାର୍ବଜନିନ କରାଯାଇଛି । ବୃହତ୍ତର ଜନସ୍ୱାର୍ଥକୁ ଦୃଷ୍ଟିରେ ରଖି ତଥା କୋଭିଡ୧୯ ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ଏହା…