କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କରୋନା ନେଗେଟିଭ
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି । କିଛି ଦିନ ତଳେ ବିଜେପି ବିଧାୟକ କରୋନା ପଜିଟିଭ ଥିବା ଜଣାପଡିଥିଲା। ତାଙ୍କ ସହ ପ୍ରତାପ ସାକ୍ଷାତ କରିଥିବାରୁ ନୂଆ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ସେ ନିଜକୁ ସଂଘରୋଧରେ ରଖିଥିବା ପ୍ରକାଶ…