Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ ବିଭାଗର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୫ଟା ୪୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

ଆଜି ଭାରତ-ୱେଷ୍ଟଇଣ୍ଡିଜ ମୁକାବିଲା, ସେମିଫାଇନାଲ୍ ଲକ୍ଷ୍ୟରେ ବିରାଟ

ମାଞ୍ଚେଷ୍ଟର୍: ବିଶ୍ୱକପରେ ଭାରତ ଏପର୍ଯ୍ୟନ୍ତ ୫ଟି ମ୍ୟାଚ ଖେଳି କୌଣସି ମ୍ୟାଚ ହାରିନାହିଁ । ସେମିଫାଇନାଲ୍ ଯିବା ଲାଗି ୱେଷ୍ଟଇଣ୍ଡିଜକୁ ବିରାଟ ବାହିନୀ ଆଜି ପରାସ୍ତ କରବାକୁ ଲକ୍ଷ୍ୟ ରଖିଛି । ପଏଣ୍ଟତାଲିକାରେ କଙ୍ଗାରୁ ଓ କିୱି ଦଳ ପଛକୁ ଟିମ୍ ଇଣ୍ଡିଆ ତୃତୀୟ ସ୍ଥାନରେ ରହିଛି ।…

ଫରିଦାବାଦରେ ହରିଆଣା କଂଗ୍ରେସ ମୁଖପାତ୍ରଙ୍କୁ ଗୁଳି କରି ହତ୍ୟା

ଫରିଦାବାଦ : ହରିଆଣା କଂଗ୍ରେସ ମୁଖପାତ୍ର ବିକାଶ ଚୌଧୁରୀଙ୍କୁ ଗୁରୁବାର ଦିନ କେହି ଅଜଣା ଦୁର୍ବୃତ୍ତ ସର୍ବସମ୍ମୁଖରେ ଗୁଳି କରି ହତ୍ୟା କରିଛନ୍ତି। ଫରିଦାବାଦର ୯ ନଂ ସେକ୍ଟର ଅଞ୍ଚଳରେ ଥିବା ଏକ ଜିମ୍ରୁ ବିକାଶ ଆଜି ସକାଳେ ବାହାରୁ ଥିବା ବେଳେ ପାଖାପାଖି ୪ ଜଣ ବ୍ୟକ୍ତି ଏକ ମାରୁତି…

ବିଧାନସଭାର ଉପ ବାଚସ୍ପତି ହେଲେ ରଜନୀକାନ୍ତ ସିଂହ

ଭୁବନେଶ୍ୱର : ବିଜେଡି ନେତା ରଜନୀକାନ୍ତ ସିଂହ ଗୁରୁବାର ଦିନ ବିଧାନସଭାର ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଶ୍ରୀଯୁକ୍ତ ସିଂହ ଆଜି ନିଦ୍ୱନ୍ଦରେ ନିର୍ବାଚିତ ହେବା ପରେ ସର୍ବସମ୍ମତି କ୍ରମେ ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଉପବାଚସ୍ପତି ପଦ ଲାଗି ବିଧାନସଭାର…

ଜୁଲାଇରେ ଓଡିଶା ଫେରିବେ ଜଗା-କାଳିଆ

ନୂଆଦିଲ୍ଲୀ : ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିବା ଯୋଡାମୁଣ୍ଡ ଶିଶୁ ଜଗା-କାଳିଆ ଖୁବଶୀଘ୍ର ଓଡିଶା ଫେରିବେ । ସମସ୍ତ ଡିସଚାର୍ଜ ପ୍ରୋସେସ୍ ଆରମ୍ଭ ହୋଇଥିବା ନେଇ କର୍ତ୍ତୃପକ୍ଷ ସୂଚନା ପ୍ରଦାନ କରିଛନ୍ତି । ଆସନ୍ତା ଜୁଲାଇ ମାସ ୨ୟ ସପ୍ତାହ ବେଳକୁ ସେମାନେ ଓଡିଶା…

ଅନୁଗୁଳ: ବ୍ୟବସାୟୀଙ୍କ ଠାରୁ ୧.୫ ଲକ୍ଷ ଟଙ୍କା ଲୁଟିଲେ ଦୁର୍ବୃତ୍ତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଶାବଳଭଙ୍ଗା ଗ୍ରାମରେ ଜଣେ ବ୍ୟବସାୟୀଙ୍କ ଠାରୁ ଗୁରୁବାର ଦିନ କିଛି ଦୁର୍ବୃତ୍ତ ପାଖାପାଖି ଦେଢ ଲକ୍ଷ ଟଙ୍କା ଲୁଟ୍ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ ଡମ୍ବରୁ ସାହୁ ନାମକ ଜଣେ ବ୍ୟବସାୟୀ ଛେଳି କିଣିବାକୁ ଆଜି ଜରପଡା ଅଞ୍ଚଳକୁ…

ଜାପାନରେ ମୋଦୀ, ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବେ

ନୂଆଦିଲ୍ଲୀ : ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଜାପାନରେ ପହଞ୍ଚିଛନ୍ତି । ଜାପାନର ଓସାକା ବିମାନବନ୍ଦରରେ ମୋଦୀ ପହଞ୍ଚିବା ପରେ ତାଙ୍କୁ ସେଠାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିବା ନେଇ ଜଣାପଡିଛି । ମିଳିଥିବା…

ନ୍ୟୁଜିଲାଣ୍ଡକୁ ୬ ୱିକେଟରେ ପରାସ୍ତ କଲା ପାକିସ୍ତାନ

ଲଣ୍ଡନ: ବିଶ୍ୱକପରେ ବୁଧବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୬ ୱିକେଟରେ ପରାସ୍ତ କରି ପାକିସ୍ତାନ ବିଜୟ ହାସଲ କରିଛି । ନ୍ୟୁଜିଲାଣ୍ଡର ୨୩୬/୬ ସ୍କୋର ଜବାବରେ ପାକିସ୍ତାନ ୪୯.୧ ଓଭରରେ ୪ ୱିକେଟ ବିନିମୟରେ ୨୪୧ ରନ କରି ବିଜୟ ହାସଲ କରିଛି । ପାକିସ୍ତାନ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା୨୭-୦୬-୨୦୧୯ ଗୁରୁବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁନ ତା ୨୭ ରିଖ ଗୁରୁବାର ବାର ମିଥୁନ ୧୩ ଦିନ ଆଷାଢ ମାସ କୃଷ୍ଣ ପକ୍ଷ ଦଶମୀ ତିଥି ଅଶ୍ବିନୀ ନକ୍ଷତ୍ର ମେଷ ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ…

କାଳିଆ ଯୋଜନା: ସନ୍ତୋଷଜନକ ଉତ୍ତର ନ’ପାଇ ମନ୍ତ୍ରୀଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ବୁଧବାର ଦିନ କାଳିଆ ଯୋଜନାକୁ ନେଇ ମନ୍ତ୍ରୀଙ୍କ ଉତ୍ତର ସନ୍ତୁଷ୍ଟ କରିପାରିନଥିଲା ବିରୋଧୀ ସଦସ୍ୟଙ୍କୁ । ଏହାକୁ ନେଇ ଗୃହରେ କିଛି ସମୟ ଲାଗି ପାଟିଗୋଳ ହୋଇଥିବାର ଦେଖାଯାଇଥିଲା । ରାଜ୍ୟ କୃଷି ମନ୍ତ୍ରୀ କାଳିଆ ଯୋଜନାକୁ ନେଇ ଉତଥାପନ ହୋଇଥିବା ଏକ ପ୍ରଶ୍ନର…