ହୋଲଡିଂ ଟିକସର ରିହାତି ଅବଧି ଅଗଷ୍ଟ ୩୧କୁ ବଢିଲା
ଭୁବନେଶ୍ୱର: ପୌରାଞ୍ଚଳରେ ଅଗ୍ରୀମ ଘର ଓ ସମ୍ପତ୍ତି ଟିକସ ଦେଉଥିବା ଲୋକଙ୍କ ପାଇଁ ରିହାତି ବ୍ୟବସ୍ଥାକୁ ଆସନ୍ତା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ବଢାଇ ଦେଇଛନ୍ତି ।
କରେନା ପରିପ୍ରେକ୍ଷୀରେ ସରକାର ଏହି ସୁବିଧା ପ୍ରଦାନ କରିଥିବାବେଳେ ଜନସାଧାରଣ ଏହା ଦ୍ଵାରା ଉପକୃତ…