ରାଜ୍ୟସଭା ଉପ ନିର୍ବାଚନ: କାଏମ ରହିଲା ଅମର, ଅଶ୍ୱିନୀ ଓ ସସ୍ମିତଙ୍କ ପ୍ରାର୍ଥୀପତ୍ର
ଭୁବନେଶ୍ୱର: ରାଜ୍ୟସଭା ଉପ ନିର୍ବାଚନ ଲାଗି ଶାସକ ବିଜେଡ଼ି ଓ ବିଜେପି ପକ୍ଷରୁ ଯେଉଁ ତିନିଜଣ ପ୍ରାର୍ଥୀ ସେମାନଙ୍କର ପ୍ରାର୍ଥୀପତ୍ର ଦାଖଲ କରିଥିଲେ ତାହା ଯାଞ୍ଚ ପରେ କାଏମ ରହିଛି ।
ଓଡ଼ିଶାରେ ଖାଲି ପଡ଼ିଥିବା ୩ଟି ରାଜ୍ୟସଭା ଆସନ ଲାଗି ଉପ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଏଥିଲାଗି…