ପରୀକ୍ଷଣ ପାଇଁ ପଠାଗଲା ନିଜାମୁଦ୍ଦିନ୍ ଧାର୍ମିକ ସମାବେଶରୁ ଫେରିଥିବା ଯାଜପୁର ବ୍ୟକ୍ତିଙ୍କ ନମୁନା
ଯାଜପୁର: ଦିଲ୍ଲୀର ହଜରତ୍ ନିଜାମୁଦ୍ଦିନ୍ରେ ଧାର୍ମିକ ସମାବେଶରେ ଯୋଗଦେଇଥିବା ପ୍ରତିନିଧିଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାର ଜଣେ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ବିଂଝାରପୁର ବ୍ଳକର ଏହି ବ୍ୟକ୍ତିଙ୍କୁ ପ୍ରଶାସନ ପକ୍ଷରୁ ଉଦ୍ଧାର କରାଯାଇ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…