Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶିଫଳ ତା ୨୨-୦୬-୨୦୧୯ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର   ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁନ ତା ୨୨ ରିଖ ଶୁକ୍ରବାର ମିଥୁନ ୦୮ ଦିନ ଆଷାଢ ମାସ କୃଷ୍ଣ ପକ୍ଷ ପଞ୍ଚମୀ ତିଥି ଧନିଷ୍ଠା ନକ୍ଷତ୍ର ମକର ସକାଳ ଘ ୮ ଟା ୬ମିନିଟ୍ ପର‌୍ୟ୍ୟନ୍ତ ତାପରେ…

ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱ: ବିଜେପି-ବିଜେଡ଼ି ମଧ୍ୟରେ ନୂଆ ସମ୍ପର୍କ !

ଭୁବନେଶ୍ୱର: ଆସନ୍ତା ରାଜ୍ୟସଭା ଉପ-ନିର୍ବାଚନରେ ବିଜେପି ପ୍ରାର୍ଥୀ ତଥା ପୂର୍ବତନ ପ୍ରଶାସକ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡ଼ିର ସମର୍ଥନ ଦୁଇ ଦଳ ମଧ୍ୟରେ ଏକ ନୂଆ ରାଜନୈତିକ ସମୀକରଣର ସୂଚନା ଦେଉଛି । କିଛି ସପ୍ତାହ ପୂର୍ବରୁ ଅନୁଷ୍ଠିତ ହୋଇଥିବା ସାଧାରଣ ନିର୍ବାଚନରେ ଛକାପଞ୍ଝା ମଧ୍ୟରେ ଏହି…

ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜିଏସଟି ପରିଷଦର ୩୫ତମ ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ: ବସ୍ତୁ ଓ ସେବା କର (ଜିଏସଟି) ପରିଷଦର ୩୫ତମ ବୈଠକ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ନୂତନ ସରକାର ଶପଥ ଗ୍ରହଣ କରିବା ପରେ ଏହା ହେଉଛି ପରିଷଦର ପ୍ରଥମ ବୈଠକ । ଏହି ବୈଠକରେ କେନ୍ଦ୍ର ଅର୍ଥ ଏବଂ…

ସହିଦଙ୍କ କଫିନରେ ଦଳୀୟ ପତାକା ଘଟଣା: ୩ ଜଣଙ୍କୁ ନିଲମ୍ବନ କଲା ବିଜେଡ଼ି

ଭୁବନେଶ୍ୱର: ସହିଦ ଓଡ଼ିଆ ଯବାନ ଅଜିତ ସାହୁଙ୍କ କଫିନ ଉପରେ ଦଳୀୟ ପତାକା ଘୋଡ଼ାଇବା ଘଟଣାର ତଦନ୍ତ ଆଦେଶ ଦେବା ସହିତ ଏଥିରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ନିଲମ୍ବନ କରିଛି । ଏହି ଘଟଣାରେ କଟକ ଜିଲ୍ଲାର ସମ୍ପୃକ୍ତ ଥିବା ଦଳର ତିନିଜଣ ସଦସ୍ୟ ବିନୋଦ କୁମାର ମାଝୀ, ସନ୍ତୋଷ କୁମାର ସାହୁ ଏବଂ…

ରାଜ୍ୟସଭା ଉପ-ନିର୍ବାଚନ ଲାଗି ବିଜେଡ଼ିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ଓଡ଼ିଶାରେ ରାଜ୍ୟସଭା ଲାଗି ଖାଲି ପଡ଼ିଥିବା ୩ଟି ଆସନ ଲାଗି ବିଜେଡ଼ି ପକ୍ଷରୁ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇଛି । ରାଜ୍ୟସଭା ଉପ-ନିର୍ବାଚନ ଲାଗି ବିଜେଡ଼ି ପକ୍ଷରୁ ଦଳର ଆଇଟି ସେଲ୍ ଅଧ୍ୟକ୍ଷ ଡ଼ଃ ଅମର ପଟ୍ଟନାୟକ ଏବଂ  ଦଳୀୟ ମୁଖପାତ୍ର ସସ୍ମିତ ପାତ୍ରଙ୍କୁ ଦଳ ପ୍ରାର୍ଥୀ ଭାବେ ଘୋଷଣା…

ଓଡିଶାର ଲିଚୁ ନିରାପଦ, କ’ଣ କହୁଛି ନମୁନା ପରୀକ୍ଷା

ଭୁବନେଶ୍ୱର: ଓଡିଶା ବଜାରରେ ବିକ୍ରି ହେଉଥିବା ଲିଚୁ ବିଷାକ୍ତ ନୁହେଁ, ଏହା ସମ୍ପୂର୍ଣ୍ଣ ସୁରକ୍ଷିତ ଓ ଖାଇବା ଯୋଗ୍ୟ । ଏହାର ନମୁନା ପରୀକ୍ଷା କରି ଏଥିରେ କୌଣସି ପ୍ରକାରର ବିଷାକ୍ତ କେମିକାଲ୍ ନଥିବା ଭୁବନେଶ୍ୱରସ୍ଥିତ ଷ୍ଟେଟ ପବ୍ଲିକ ହେଲଥ ଲାବୋରେଟୋରୀ ରିପୋର୍ଟ ଦେଇଛି । କ’ଣ କହୁଛି…

ସହିଦ ଓଡ଼ିଆ ଯବାନଙ୍କ କଫିନରେ ବିଜେଡ଼ି ପତାକା: ଚର୍ଚ୍ଚା ଜୋର୍ ଧରିଲା

ଭୁବନେଶ୍ୱର: ସହିଦ ଓଡ଼ିଆ ଯବାନ ଅଜିତ ସାହୁଙ୍କ କଫିନ ଉପରେ ଶାସକ ବିଜେଡ଼ି ପତାକା ଘୋଡ଼ାଇଥିବାକୁ ନେଇ ବିରୋଧୀ ବିଜେପି ଶୁକ୍ରବାର ଦିନ ଏହି ଘଟଣାକୁ ଦୃଢ ନିନ୍ଦା କରିଛି । ଏହି ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରି ବିଜେପି ସୈନିକ ସେଲର ପୂର୍ବତନ ଆବାହକ ବି କେ ବସ୍ତିଆ ଏହା ଅତ୍ୟନ୍ତ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ରିପୋର୍ଟ ଅନୁଯାୟୀ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନର ଆଶଙ୍କା ରହିଛି ।…

ପ୍ରକାଶ ପାଇଲା +୨ କଳା ଓ ବାଣିଜ୍ୟ ରେଜଲ୍ଟ,ପାସ୍ ହାର କମିଲା

ଭୁବନେଶ୍ୱର : ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ଶୁକ୍ରବାର ଦିନ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଜାଣନ୍ତୁ କ’ଣ ରହିଛି ଆମ୍ବର ଉପକାରିତା..

ଭୁବନେଶ୍ୱର: ଫଳର ରାଜା ଆମ୍ବ । ପିଲା ଠାରୁ ବୁଢା ସମସ୍ତେ ଖାଇବାକୁ ପସନ୍ଦ କରନ୍ତି । ଭୋଜନ ସହ ହେଉ ବା ଖାଲିରେ ହେଉ । ଖାଲି ପାଟିକୁ ସୁଆଦିଆ ନୁହେଁ,ଶରୀରର ଅନେକ ସମସ୍ୟା ମଧ୍ୟ ଏହା ଦୂର କରିଥାଏ । ଭିଟାମିନ, ମିନେରାଲ୍ସ ଏବଂ ପ୍ରୋଟିନରେ ଭରପୁର ଥିବା ଆମ୍ବର ସଠିକ ସେବନ ଦ୍ୱାରା ଛୋଟ ଛୋଟ…