ମୌସୁମୀ ଆସିବାକୁ ବାକି ଆହୁରି ୨ଦିନ
ଭୁବନେଶ୍ୱର: ଆସନ୍ତା ୨ ରୁ ୩ ଦିନ ଭିତରେ ମୌସୁମୀ ଦକ୍ଷିଣ ପଶ୍ଚିମ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଚଳିତ ଜୁନ ମାସ ୧୦ ତାରିଖରେ ମୌସୁମୀ ଆସିବାର ଥିବା ବେଳେ ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ‘ବାୟୁ’ ପାଇଁ ଏହା ବିଳମ୍ବ ହେଉଥିବା କୁହାଯାଉଛି ।…