ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ
ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଉଭୟ ଅନଲାଇନ ଓ ଅଫଲାଇନର ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇଛି ।
ରାଜ୍ୟ ସଚିବାଳୟରେ ଆଜି ଦିନ ୧୨ଟା ବେଳେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏବଂ ବିଭାଗୀୟ କମିଶନର-ତଥା-ସେକ୍ରେଟାରୀ ସଞ୍ଜୟ…