Latest Odisha News

BREAKING NEWS

ଅନ୍ତରିତ ଅତୀତ

ଅନ୍ତରିତ ଅତୀତ ଚିତ୍ତରଞ୍ଜନ ଚିରଞ୍ଜିତ “ସତରେ ମୁଁ କ’ଣ ତାଙ୍କ ସୁଠାମ ଦେହ ଉପରେ ପାଦ ଥୋଇବି? କାହିଁକି ତୁମେ ମୋତେ ଦ୍ୱନ୍ଦ୍ୱରେ ପକାଇ ଦେଲ କାହ୍ନା? ମୁଁ ତ ଗୋଟାପଣ ନିଜକୁ ତୁମ ନିକଟରେ ସମର୍ପି ଦେଇଛି । ଆଉ କି ପରୀକ୍ଷା ଦେବି? ହେଇ ଦେଖ, ପାଦ ଉଠାଇ ସାରିଛି । ଆଉ କିଛି କ୍ଷଣ । ଆଉ…

ଅଫିସରେ ଷ୍ଟାଇଲିସ୍ ଲୁକ୍…

ଭୁବନେଶ୍ୱର : ଉଭୟ ମହିଳା ଓ ପୁରୁଷ ସବୁବେଳେ ସବୁ ସମୟରେ ଷ୍ଟାଇଲିସ୍ ଦେଖାଯିବାକୁ ଚାହିଁଥାନ୍ତି, କିନ୍ତୁ ତାହା କିପରି କରିବେ ଜାଣିପାରନ୍ତି ନାହିଁ । ସେହିପରି ଖାସ୍ କରି ୱାର୍କିଙ୍ଗ ଓମ୍ୟାନ ମାନେ ଅଫିସ୍ ବାହାରିଲା ବେଳେ ନିଜ ଗେଟଅପକୁ ନେଇ କନଫ୍ୟୁଜରେ ଥାନ୍ତି, ସେ ପୋଷାକ ହେଉବା…

ଆଜି ବିଶ୍ୱକପରେ ଭାରତ-ପାକିସ୍ତାନ ଯୁଦ୍ଧ: ବିଜୟ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ…

ଭୁବନେଶ୍ୱର: ବିଶ୍ୱକପରେ ଭାରତୀୟ ଦଳ ପାକିସ୍ତାନକୁ ଆଜି ମାଞ୍ଚେଷ୍ଟରଠାରେ ୭ମ ଥର ଲାଗି ଭେଟୁଛି । ବିଶ୍ୱକପ କ୍ରିକେଟରେ ଏପର୍ଯ୍ୟନ୍ତ ଭାରତ ଓ ପାକିସ୍ତାନ ମଧ୍ୟରେ ୬ଟି ମ୍ୟାଚ ଅନୁଷ୍ଠିତ ହୋଇଛି । ସବୁଠାରୁ ଖୁସିର କଥା ହେଲା ଭାରତ ଏହି ସମସ୍ତ ୬ଟି ଯାକ ମ୍ୟାଚରେ ତା’ର ଚିର ପ୍ରତିଦ୍ୱନ୍ଦ୍ୱୀ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶି ଫଳ  ତା ୧୬-୦୬-୨୦୧୯ ରବିବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁନ ତା ୧୬ ରିଖ ରବିବାର ମିଥୁନ ୦୨ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-: ମେଷ ରାଶିର…

ଏଫଆଇଏଚ ସିରିଜ୍: ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୫-୧ ଗୋଲରେ ପରାସ୍ତ କରି ଭାରତ ଚମ୍ପିଆନ

ଭୁବନେଶ୍ୱର: ଭାରତ ଏଫଆଇଏଚ ସିରିଜ୍ ଫାଇନାଲ୍ସ ଟୁର୍ଣ୍ଣାମେରେ ୫-୧ ଗୋଲରେ ଦକ୍ଷିଣ ଆଫ୍ରିକା ଦଳକୁ ପରାସ୍ତ କରିବା ସହିତ ଚମ୍ପିଆନ ଆଖ୍ୟା ଅର୍ଜନ କରିଛି । ଏଥିସହିତ ଭାରତ ଅଲିମ୍ପିକ୍ସ ଲାଗି ଯୋଗ୍ୟତା ଅର୍ଜନ କରିଛି । ସ୍ଥାନୀୟ କଳିଙ୍ଗ ଷ୍ଟାଡ଼ିୟମରେ ଭରପୁର ଘରୋଇ ଦର୍ଶକଙ୍କ ସମ୍ମୁଖରେ…

ଭିକାରି ଓ ସ୍ୱେଚ୍ଛାସେବୀ

ଭିକାରି ଓ ସ୍ୱେଚ୍ଛାସେବୀ ମୃଣାଳ ପ୍ରକାଶ ଆଉ ସୁବ୍ରତ ଦୁଇଜଣ ସ୍ୱେଚ୍ଛାସେବୀ। ଏମ୍ଏ ପାଇଲା ପରେ ସେମାନେ ଅନ୍ୟମାନେ ଯେମିତି କରନ୍ତି, ସେମିତି ସେମାନେ ବେସରକାରୀ ଚାକିରି ପାଇଁ ଚେଷ୍ଟା କଲେ, ହେଲାନି। ତାପରେ ଦୁହେଁ ଗୋଟେ ସ୍ୱେଚ୍ଛାସେବୀ ସଙ୍ଗଠନରେ କାମକଲେ। ସେଠି ସମାଜସେବାର ଇଲମ ନେଇ…

ମମତାଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରେସକ୍ରିପସନ୍: ଡ଼ାକ୍ତରଙ୍କୁ ମାଡ଼ମାରିଥିବା ଅଭିଯୁକ୍ତଙ୍କୁ ଦଣ୍ଡଦିଅ

ନୂଆଦିଲ୍ଲୀ: ଡ଼ାକ୍ତରମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା ସମସ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ହର୍ଷବର୍ଦ୍ଧନ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କୁ ଏକ ଚିଠି ଲେଖି ଜଣାଇଛନ୍ତି । ସେ…

ଘେନି ନୂଆ ସଜବାଜ

ଘେନି ନୂଆ ସଜବାଜ ଜ୍ୟୋତି ପ୍ରକାଶ ମହାପାତ୍ର ଗାଁରେ ରଜ ଆସେ ବାଲିଝରି ଛନ୍ଦାରୁ । ଆସ୍ତେ ଆସ୍ତେ ଚାପିଚୁପି । ବର୍ଷା ଓ ଓଦା ପଣତ ଢାଙ୍କି ହୋଇ । ବାଲିଝରି ଛନ୍ଦା କଡ଼କୁ ବାବାସାହି ଗାଁ । ନଈ ସେପାଖେ । ଗଛପତ୍ର ଭିତରେ ଭର୍ତ୍ତି ହୋଇ କୁନି, ବକୁଟେ ଗାଁ । ଗାଁ ତ ନୁହେଁ, ସାହିଟେ କହିଲେ…

ଜାଣନ୍ତୁ, ଗୁଜୁରାତିରେ ରହିଛି କେଉଁସବୁ ଔଷଧୀୟ ଗୁଣ…

ଭୁବନେଶ୍ୱର : ସାଧାରଣତଃ ଆମେ ଗୁଜୁରାତିକୁ ଖାଦ୍ୟର ସ୍ୱାଦ ବଢାଇବା ତଥା ସୁଗନ୍ଧିତ କରିବାକୁ ବ୍ୟବହାର କରିଥାଉ । ଏପରିକି ମାଉଥ୍ ଫ୍ରେସନର ଭାବେ ମଧ୍ୟ ଗୁଜୁରାତିର ବ୍ୟବହାର କରାଯାଇଥାଏ । ଏହାବ୍ୟତୀତ ଗୁଜୁରାତି ଅନେକ ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ଦୂର କରିଥାଏ । ଜାଣନ୍ତୁ, ଏହାର ଔଷଧୀୟ ଗୁଣ…

ପଶ୍ଚିମବଙ୍ଗରେ ତେଜିଲା ଆନ୍ଦୋଳନ, ମମତାଙ୍କ ଆଲୋଚନା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ କନିଷ୍ଠ ଡ଼ାକ୍ତର

କୋଲକାତା: ମାଡ଼ମରାକୁ କେନ୍ଦ୍ର କରି ପଶ୍ଚିମବଙ୍ଗରେ ଗତ ୫ ଦିନ ଧରି ଡ଼ାକ୍ତରମାନଙ୍କ ସମୂହ ଆନ୍ଦୋଳନ ଯୋଗୁଁ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି । ପଶ୍ଚିମବଙ୍ଗରୁ ଡ଼ାକ୍ତରମାନଙ୍କ ଏହି ଆନ୍ଦୋଳନ ତୀବ୍ର ରୂପ ଧାରଣ କରିବାରେ ଲାଗିଛି । କ୍ରମଶଃ ଏହି ଆନ୍ଦୋଳନ ପଶ୍ଚିମବଙ୍ଗର ସସସ୍ତ ପଡ଼ୋଶୀ…