କରୋନା ସହ ଲଢେଇ: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧କୋଟି ଟଙ୍କା ଦାନ କଲେ ଓସିଏ ସଭାପତି
ଭୁବନେଶ୍ୱର: ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ର ସଭାପତି ତଥା ଏମଜିଏମ ମିନେରାଲ୍ସ ଲିମିଟେଡ଼ର ଚେୟାରମ୍ୟାନ ପଙ୍କଜଲୋଚନ ମହାନ୍ତି ମରଣାନ୍ତକ କରୋନା ଭୂତାଣୁ ବିରୋଧରେ ଓଡ଼ିଶାର ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ସହଯୋଗ ରାଶି ପ୍ରଦାନ କରିଛନ୍ତି ।…