ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା
ପୁରୀ: ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା । ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ ଓ ବ୍ୟାଙ୍କ ଅଫ୍ ବରୋଦାରେ ଶ୍ରୀମନ୍ଦିର ଟଙ୍କା ରହିବ । ଏନେଇ ୬.୨୬ ସୁଧହାରରେ ଉଭୟଙ୍କୁ ଶ୍ରୀମନ୍ଦିର ପ୍ରଶାସନର ଟେଣ୍ଡର ଦିଆଯାଇଛି ।
ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ ଓ ବ୍ୟାଙ୍କ ଅଫ୍ ବରୋଦାରେ…