ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ
ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି । ମଙ୍ଗଳବାର ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଥିଲା ପରେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ବୁଧବାର ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ୯୭ ବର୍ଷୀୟ…