ରାଜଧାନୀରେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ, ଦୁର୍ଘଟଣାଗ୍ରସ୍ତ କାର୍ ଛାଡ଼ି ଦୁର୍ବୃତ୍ତ ଫେରାର୍
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ କରୁଥିବା ଅପରାଧିଙ୍କୁ ଧରିବା ପାଇଁ କମିଶନରେଟ୍ ପୋଲିସ ତଦନ୍ତ ଆରମ୍ଭ କରିଛି ।
ମିଳିଥିବା ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ୫ ନଂ ଜାତୀୟ ରାଜପଥର…