ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡ଼ି ନେତା ଏବଂ ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ଓଡ଼ିଶା ବିଧାନସଭାର ନୂତନ ବାଚସ୍ପତି ଭାବେ ଶନିବାର ଦିନ ନିର୍ବାଚିତ ହୋଇଛନ୍ତି ।
ମିଳିଥିବା ସୂଚନାନୁଯାୟୀ, ଶନିବାର ଦିନ ଓଡ଼ିଶା ବିଧାନସଭା ଗୃହ ଆରମ୍ଭ ହେବା ମାତ୍ରେ କାମଚଳା…