ରବିବାର ବର୍ଷା ସମ୍ଭାବନା: ଜାଣନ୍ତୁ, କେଉଁ ୯ଟି ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ !
ଭୁବନେଶ୍ୱର: ଓଡ଼ିଶାର ୯ଟି ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଓ ଝଡ଼ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏପରିକି ଏହି ସବୁ ଜିଲ୍ଲା ଗୁଡ଼ିକରେ ବୃଷ୍ଟିପାତ ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାର ଆଶଙ୍କା ରହିଥିବାର ସତର୍କ ସୂଚନା ଦେଇଛି…