କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ ନୂଆପଡା ଆଦି…