ରାଜଧାନୀରେ ବଢୁଛି ସ୍ଥାନୀୟ ସଂକ୍ରମଣ, ଆଜି ୨୫ ପଜିଟିଭ୍
ଭୁବନେଶ୍ୱର: ଆଜି ଖୋର୍ଦ୍ଧାରେ ୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୫ ଜଣ ହେଉଛନ୍ତି ରାଜଧାନୀ ଭୁବନେଶ୍ୱରର । ତେବେ ବଡ କଥା ହେଉଛି, ୨୫ ଜଣଙ୍କ ମଧ୍ୟରୁ ୨୩ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅର୍ଥାତ୍ ସେମାନେ କରୋନା ପଜିଟିଭ୍ଙ୍କ ସଂସ୍ପର୍ଶରେ ଆସି…