ଏସ୍ସିବିରେ ହେବ ୧୭ ମହଲା ପାର୍କିଂ, ରାଜ୍ୟର ୭ ମେଡିକାଲ କଲେଜ କ୍ୟାମ୍ପସରେ ଆଟେଣ୍ଡାଣ୍ଟଙ୍କ ପାଇଁ ବିଶ୍ରାମ ଗୃହ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।
ଏହି ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହି…