କଳାହାଣ୍ଡିରେ କାର୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରର ୫ ଜଣଙ୍କ ସମେତ ୬ ମୃତ
କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଜାରିଙ୍ଗ ଜଙ୍ଗଲ ନିକଟରେ ବୁଧବାର ସକାଳେ ଏକ କାର୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି ।
ଏଥିରେ ଆଉ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ହେଲେ ଆଶୁତୋଷ…