ରାଜ୍ୟରେ ଆଉ ୩ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୨୧ ଛୁଇଁଲା
ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି ।
ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଞ୍ଜାମ…