ଆହୁରି ୨୪ ଘଣ୍ଟା ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ଲହରୀ
ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ଆଗାମୀ ୨୪ ଘଣ୍ଟା ଗ୍ରୀଷ୍ମ ଲହରୀ ଜାରି ରହିବ ବୋଲି ଶନିବାର ଦିନ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଓଡ଼ିଶାର କିଛି ପଡ଼ୋଶୀ ରାଜ୍ୟ ତଥା ଝାଡ଼ଖଣ୍ଡର ସମୁଦ୍ର ପତ୍ତନର ୦.୯ କିମି ଉପର ଦେଇ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ…