ଆଜି ହେରା ପଞ୍ଚମୀରେ ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ
ପୁରୀ: ଶ୍ରୀକ୍ଷେତ୍ରରେ ଆଜି ପାଳିତ ହେବ ହେରା ପଞ୍ଚମୀ ନୀତି । ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ । ଏଥିପାଇଁ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ଆସିବେ ମାଆ ଲକ୍ଷ୍ମୀ । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନବ ଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଆସିଛନ୍ତି ପ୍ରଭୁ ଜଗନ୍ନାଥ । ସାଙ୍ଗରେ…