Latest Odisha News

BREAKING NEWS

ସାରା ଦୁନିଆରେ ୯୭ ଲକ୍ଷ ଲୋକଙ୍କୁ କରୋନା

ସାରା ବିଶ୍ୱକୁ ନିଜ ହାତମୁଠାରେ କରି ସାରିଲାଣି ମାରାତ୍ମକ କରୋନା ଭାଇରସ୍ । ୯୭ ଲକ୍ଷ ଲୋକଙ୍କ ସଂକ୍ରମିତ ହେଲେଣି । ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୬ ହଜାର ନୂଆ ପଜିଟିଭ କେସ୍ ସାମନାକୁ ଆସିଛି । ମୃତ୍ୟୁବରଣ କରିଛନ୍ତି ଆଉ ୫ ହଜାର ଲୋକ । ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୯୯…

ଦ୍ଵିତୀୟ ବିବାହର ପ୍ରତିବାଦ କରିବାରୁ ପ୍ରଥମ ସ୍ତ୍ରୀକୁ ରାସ୍ତାରେ ଗୋଡେଇ ଗୋଡେଇ ମାରିଲା ସ୍ୱାମୀ

ବୁଗୁଡା: ପ୍ରଥମ ସ୍ତ୍ରୀ ଥାଉ ଥାଉ ଦ୍ଵିତୀୟ ବିବାହ କଲେ ସ୍ବାମୀ । ଏହାର ପ୍ରତିବାଦ କରିବାରୁ ପ୍ରଥମ ସ୍ତ୍ରୀକୁ ରାସ୍ତାରେ ଗଡେଇ ତଡେଇ ସ୍ୱାମୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏଭଳି ଏକ ଘଟଣା ଘଟିଛି ଗଂଜାମ ଜିଲ୍ଲା ବୁଗୁଡା ଥାନା ଅନ୍ତର୍ଗତ ଲତାକରଡା ଗାଁ ରେ । ରବିନ୍ଦ୍ର ନାୟକଙ୍କ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୨୬-୬-୨୦୨୦ ଶୁକ୍ରବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା  ଜୁନ ତା ୨୬ ରିଖ  ଶୁକ୍ରବାର  ମିଥୁନ  ୧୨ ଦିନ ଆଷାଢ ମାସ ଶୁକ୍ଳ ପକ୍ଷ  ପଞ୍ଚମୀ ଭୁକ୍ତ ଷଷ୍ଠୀ  ତିଥି   ମଘା ନକ୍ଷତ୍ର ସିଂହ ଚନ୍ଦ୍ର  ଘାତ ବାର-:  ବିଛା ଧନୁ ଓ ମୀନ ରାଶିର ଘାତ ଚନ୍ଦ୍ର-: କର୍କଟ…

ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ କରିବେ ୨୦୨୩ ମହିଳା ବିଶ୍ୱକପ୍ ଫୁଟବଲ୍ ଆୟୋଜନ

ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡକୁ ମିଳିଲା ୨୦୨୩ ଫିଫା ମହିଳା ଫୁଟବଲ୍ ବିଶ୍ୱକପ୍ ଆୟୋଜନ ଭାର । ମିଳିତ ଭାବରେ ଦୁଇ ଦେଶ ଏହାକୁ ଆୟୋଜନ କରିବେ । କଲୋମ୍ବିଆକୁ ପଛରେ ପକାଇ ନିଲାମରେ ବାଜି ମାରିଥିଲେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ । ୨୨-୧୩ ଭୋଟରେ ଆଗରେ ରହିଥିଲେ । ଜୁଲାଇ କିମ୍ୱା ଅଗଷ୍ଟରେ…

ବ୍ରହ୍ମପୁର ସହର ୪ ଦିନ ପାଇଁ ସମ୍ପୂର୍ଣ୍ଣ ସଟ୍‌ଡାଉନ୍

ବ୍ରହ୍ମପୁର: ପ୍ରତିଦିନ ରେଶମ ସହର ବ୍ରହ୍ମପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସହର ୪ ଦିନ ପାଇଁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଆସନ୍ତାକାଲିଠାରୁ ମଙ୍ଗଳବାର ପର୍ଯ୍ୟନ୍ତସମ୍ପୂର୍ଣ୍ଣ ସଟ୍ ଡାଉନ ରହିବ ପୁରା ସହର । ଏହି ସମୟରେ ସହରରେ ୭୦ଟି…

ବିହାରରେ ବଜ୍ରାଘାତରେ ୮୩ ମୃତ

ବିହାର: ଆକାଶରୁ ଛିଣ୍ଡିଲା ମୃତ୍ୟୁ । ବିହାରରେ ବଜ୍ରପାତରେ ୮୩ ଲୋକଙ୍କୁ ମୃତ୍ୟୁ ହୋଇଛି । ବହୁ ଲୋକ ଆହତ ହୋଇଛନ୍ତି । ଗୋଟିଏ ଦିନରେ ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁକୁ ନେଇ ସାରା ଦେଶରେ ଚର୍ଚ୍ଚା । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଭଳି ଖବର ଆସିଛି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ…

ଅଗଷ୍ଟ ୧୨ ଯାଏ ରେଗୁଲାର ଟ୍ରେନ୍ ଚଳାଚଳ ବନ୍ଦ

ନୂଆଦିଲ୍ଲୀ: ଟ୍ରେନ୍ ଯାତ୍ରୀ ଗଣ ଦୟାକରି ଧ୍ୟାନ ଦିଅନ୍ତୁ । ଅଗଷ୍ଟ ୧୨ ତାରିଖ ପର୍ରଯ୍ୟନ୍ତ ଦେଶରେ ବନ୍ଦ ରହିବ ସମସ୍ତ ରେଗୁରାଲ ଟ୍ରେନ୍ ଚଳାଚଳ । ଗଡ଼ିବନି ମେଲ୍ ଏକ୍ସପ୍ରେସ, ଲୋକାଲ୍ ଟ୍ରେନ୍, ଇଏମୟୁ ଟ୍ରେନ୍ । ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ ଏଭଳି ନିଷ୍ପତ୍ତି ନେଇଛି ରେଲଓ୍ୱେ ବୋର୍ଡ…

ବାହାରିଲା ପ୍ରଥମ ଆଡ଼ପ ଅବଢ଼ା

ପୁରୀ: ଜନ୍ମବେଦୀରେ ଶ୍ରୀଜୀଉ । ଆଜି ବହାରିଛି ପ୍ରଥମ ଆଡ଼ପ ଅବଢ଼ା । ଗୁରୁବାର ସକାଳ ୫.୫୭ରେ ଦ୍ୱାର ଫିଟା ହୋଇଥିବାବେଳ ୭ଟା ରେ ମଙ୍ଗଳ ଆଳତି ଏବଂ ୮.୦୫ ରେ ଅବକାଶ ନୀତି ଅନୁଷ୍ଠିତ ହୋଇଥିଲା । ଏହାପରେ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା । ଏବଂ ସକାଳ ଧୂପରେ ଆଜି ପ୍ରଥମ ଆଡ଼ପ…

ଅନୁଭୂତିରେ ଶ୍ରୀଜଗନ୍ନାଥ: ଗୋଟେ ଅଭୁଲା ପ୍ରସାଦର ଗପ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଗଲା  ଜୁଲାଇ ମାସର କଥା । କଳାହାଣ୍ଡିର ବିଶ୍ୱନାଥପୁର ରହଣିର ସେଦିନ ଶେଷ ଦିନ ଥାଏ । ସଂଜକୁ ଭୁବନେଶ୍ୱର ଫେରିବାର ଥାଏ । ପୁଣି ବସ୍ ଯୋଗେ । ବସ୍ ସଂଜ ଛଅକୁ ଛାଡ଼େ । ଆଉ ବାପୁନ ଓ ମତେ ବୁଲିବାକୁ ଯିବାର ଥାଏ…

ଭିଜିଲାନ୍ସ ଜାଲରେ ପୋଲିସ ବାବୁ; ନେଉଥିଲେ ଲାଞ୍ଚ !

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନାର ଏସଆଇ ସିଦ୍ଧାର୍ଥ କୁମାର ଗୌଡ଼ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମିଳିଥିବା ସୂଚନାନୁଯାୟୀ, ପି ରାଜା ନାମକ ଜଣେ ବ୍ୟକ୍ତିଙ୍କଠାରୁ ଥାନାକୁ ଆସିଥିବା ଏକ ମାମଲାର ସମାଧାନ କରିବା ଲାଗି ଏହି ପୋଲିସ…