ଓଡିଶାକୁ ଛୁଇଁଲା କରୋନା: ଆକ୍ରାନ୍ତ ଯୁବକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ବର: ସାରା ବିଶ୍ୱରେ ମାରାତ୍ମକ କରୋନା ନିଜର କାୟା ବିସ୍ତାର କରି ସାରିଛି । ସାମ୍ନାକୁ ଆସିଛି ଓଡ଼ିଶାରେ ପ୍ରଥମ କରୋନା ପଜିଟିଭ୍ ରୋଗୀ ।
ଭୁବନେଶ୍ବର ଅଞ୍ଚଳର ଜଣେ ୩୧ ବର୍ଷୀୟ ଯୁବକଙ୍କଠାରେ ଏହି ମାରାତ୍ମକ ଭୂତାଣୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି।
ମିଳିଥିବା ସୂଚନା…