ଜାଣନ୍ତୁ, ସାମୁଦ୍ରିକ ଝଡ ‘ଫନି’ ପ୍ରଭାବରେ ଓଡିଶାର କେଉଁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ବେଳକୁ ବେଳ ଅତି ଉଗ୍ର ରୂପ ଧାରଣ କରୁଥିବାବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଦକ୍ଷିଣ, ପୂର୍ବ ଏବଂ ଉତ୍ତର-ଉପକୂଳ ଓଡିଶାର କିଛି ସ୍ଥାନରେ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଜାଣନ୍ତୁ, ଓଡିଶାର କେଉଁ କେଉଁ ଜିଲ୍ଲାକୁ…