ବିଜେଡ଼ି ଲୋକସଭା ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ !
କଟକ: ଓଲିଉଡ଼ ଷ୍ଟାର୍ ତଥା କେନ୍ଦ୍ରାପଡ଼ା ଲୋକସଭା ଆସନର ବିଜେଡ଼ି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ଦିଆଯାଇଥିବା ନେଇ ସେ ପୁରୀଘାଟ ଥାନାରେ ଅଭିଯୋଗ କରିଛନ୍ତି ।
ଥାନାରେ ଦେଇଥିବା ଅଭିଯୋଗ ଅନୁଯାୟୀ, ତାଙ୍କର ଫୋନ ୱାଟସଆପରେ କେହି ଅଜଣା ବ୍ୟକ୍ତି ମେସେଜ୍ ମାଧ୍ୟମରେ ୧୦ ଲକ୍ଷ…