ମୋଦୀଙ୍କୁ ନବୀନଙ୍କ କଟାକ୍ଷ, ବିଜେଡ଼ି ସରକାରର ଶପଥ ଗ୍ରହଣ ଉତ୍ସବକୁ କଲେ ନିମନ୍ତ୍ରଣ
ବାଲେଶ୍ୱର: ବିଜେଡ଼ି ସରକାର ବିଦା ହେଲା ପରେ ପୁଣି ଓଡ଼ିଶା ଆସିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ମନ୍ତବ୍ୟର ଜବାବ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋଦୀଙ୍କୁ କଟାକ୍ଷ କରିଛନ୍ତି ।
ବ୍ୟାସକବି ଫକୀରମୋହନଙ୍କ ମାଟି ବାଲେଶ୍ଵରରେ ନିର୍ବାଚନୀ ଶୋଭାଯାତ୍ରାରେ…