ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି।
ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର,ବରଗଡ,ଢେଙ୍କାନାଳ, ଅନୁଗୁଳ,…