ନ୍ୟୁଜିଲ୍ୟାଣ୍ଡ ଦିନିକିଆ ବିଶ୍ୱକପ ଆୟୋଜନ କରିବ: ନକଆଉଟ ପାଇଁ ରିଜର୍ଭ ଦିବସ
ଅକଲ୍ୟାଣ୍ଡ: ଆସନ୍ତାବର୍ଷ ନ୍ୟୁଜିଲ୍ୟାଣ୍ଡ ଦିନିକିଆ ବିଶ୍ୱକପ ଆୟୋଜନ କରିବ । ଦିନିକିଆ ବିଶ୍ୱକପର ନକଆଉଟ ଅର୍ଥାତ ସେମି ଫାଇନାଲ ଏବଂ ଫାଇନାଲ ମ୍ୟାଚ୍ ପାଇଁ ସଂରକ୍ଷଣ ଦିବସ ରହିବ । ଟି୨୦ ବିଶ୍ୱକପ ବେଳେ ନକଆଉଟ ମ୍ୟାଚ୍ଗୁଡ଼ିକ ପାଇଁ କୌଣସି ସଂରକ୍ଷଣ ଦିବସ ରହି ନଥିଲା। ତେଣୁ ଭାରତ ଓ…