ଗଜଲ୍: ସବୁ କଥା
ଗଜଲ୍: ସବୁ କଥା
ନିଖିଳେଶ ମିଶ୍ର
ତମେ କି ଭାବୁଚ ନିଦ ହେଇଗଲେ ସରିଯିବ ସବୁ କଥା?
ନ କହିଲେ ଆଉ, ନ ଶୁଣିଲେ ଆଉ, ଲିଭିଯିବ ସବୁ କଥା?
ଜାଳିଦେଇପାର ଚିଠି ଯେତେ ମୋର ଭୁଲିଯାଇପାର ମତେ,
ତଥାପି କିଏ ତ କାନ ପାଖେ ତମ କହୁଥିବ ସବୁ କଥା
ଫେରୁଥିବ ଯେବେ ଅଧରାତି ତମେ ନିଜକୁ କବର…