ଏପ୍ରିଲ୍ ୨୩ରେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ପ୍ରଚାର କରିବେ ମୋଦୀ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦୀ ୨ ଦିନ ପୂର୍ବରୁ ଭୁବନେଶ୍ୱରରେ ରୋଡ ଶୋ’ କରିଥିବା ବେଳେ ଏପ୍ରିଲ୍ ୨୩ ତାରିଖରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ।
ଏନେଇ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ନାୟକ ଗୁରୁବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ ଏପ୍ରିଲ୍ ୨୩…