Latest Odisha News

ନିର୍ବାଚନ ଅଧିକାରୀଙ୍କ ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ନେଇ ଧର୍ମେନ୍ଦ୍ରଙ୍କ ବିରୋଧରେ ବିଜେଡ଼ିର କାର୍ଯ୍ୟାନୁଷ୍ଠାନ…

ଭୁବନେଶ୍ୱର: ସମ୍ବଲପୁରରେ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନ ଅଧିକାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ କରି ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଧବାର ଦିନ ବିଜେଡ଼ି ଦାବି କରିଛି । ଏନେଇ ବିଜେଡ଼ିର ଏକ ପ୍ରତିନିଧି ଦଳ…

ବିଜେଡ଼ି ଓଡ଼ିଶାରେ ଗଣତନ୍ତ୍ରକୁ ଧ୍ୱଂସ କରୁଛି: ଅମିତ ଶାହ

ଢେଙ୍କାନାଳ: ରାଜ୍ୟରେ ‘ବାବୁରାଜ’ ଚଳାଇ ନବୀନ ପଟ୍ଟନାୟକ ସରକାର ଓଡ଼ିଶାରେ ଗଣତନ୍ତ୍ରକୁ ଧ୍ୱଂସ କରୁଛି ବୋଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ କହିଛନ୍ତି । ଏଠାରେ ବିଜେପି ପକ୍ଷରୁ ଆୟୋଜିତ ‘ବିଜୟ ସଂକଳ୍ପ’ ସମାବେଶରେ ଯୋଗଦେବା ସହିତ ସଭାକୁ ସମ୍ବୋଧିତ କରି କହିଛନ୍ତି,…

ଅବସୋସ

ଅବସୋସ ଲାବଣ୍ୟ ନାୟକ ଧାନଉଁଷା ହାଣ୍ତି, ବାଉଁଶ ପତ୍ର, ଆମ୍ବ ବଗିଚା, ଖଜୁରୀ ବଣ, ବର ଓହଳ...! ଏଇସବୁ ଭିତରେ ଭାଗ୍ୟକୁ ଅଣ୍ତାଳୁଥିଲି ଦିନେ । କିନ୍ତୁ ମିଳିଲା ଯାହା ଫାଳେ କାନ୍ଥ ନଥିବା ଚାଳଘର, ବାଡ଼ି ଆଡେ ଖଣ୍ତିଆ କୁଅ, କଦଳୀବଣ, ଅପରାଜିତା ଫୁଲ, ଆଉ ତା ସାଥେ…

କ୍ରମାଗତ ୨ୟ ଦିନ ଲାଗି ଭୁବନେଶ୍ୱର ହେଲା ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ରାଜଧାନୀ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଭାବେ ସାବ୍ୟସ୍ତ ହେବା ଫଳରେ ଜନ ଜୀବନ ପ୍ରଭାବିତ ହୋଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ବୁଧବାର ଦିନ ରାଜଧାନୀର ତାପମାତ୍ରା ସର୍ବାଧିକ ୪୧.୭…

ଆର୍ତ୍ତବଲ୍ଲଭ ମହାନ୍ତି

ଆର୍ତ୍ତବଲ୍ଲଭ ମହାନ୍ତି (୧୮୬୬-୧୯୬୩) କ୍ଷେତ୍ର: ଭାଷା-ସାହିତ୍ୟ (ଗବେଷଣା, ସଂପାଦନା) ଆଧୁନିକ ଓଡ଼ିଆ ସାହିତ୍ୟ ନିର୍ମାଣରେ ଆର୍ତ୍ତବଲ୍ଲଭ ମହାନ୍ତିଙ୍କ ଯୋଗଦାନ ଅବିସ୍ମରଣୀୟ । ଏକାଧାରରେ ପ୍ରାବନ୍ଧିକ, ସାହିତ୍ୟ ସମାଲୋଚକ, ଅନୁବାଦକ ତଥା ସଂପାଦକ ଭାବେ ସେ ନିଜର ଦକ୍ଷତା ପ୍ରତିପାଦିତ…

‘ଚୁଲବୁଲ୍ ପାଣ୍ଡେ’ ଭୂମିକାରେ ବଡ଼ ପରଦାକୁ ଫେରୁଛନ୍ତି କମେଡ଼ି କିଙ୍ଗ୍ ପପୁପମ୍

ଭୁବନେଶ୍ୱର: ଓଲିଉଡ଼ର ଲୋକପ୍ରିୟ ହାସ୍ୟାଭିନେତା ପପୁ ପମପମ୍ ଦୀର୍ଘ ଏକବର୍ଷ ପରେ ପୁଣି ବଡ଼ ପରଦାକୁ ଫେରୁଛନ୍ତି । ପପୁ ପମମମଙ୍କୁ ଏଥର କିନ୍ତୁ ବଡ଼ ପରଦାରେ ଜଣେ ନିଷ୍ଠାପର ପୋଲିସ ଅଫିସର ଭାବେ ଦେଖିବାକୁ ମିଳିବ । କମେଡ଼ି କିଙ୍ଗ୍ ପପୁ ପମପମଙ୍କ ଅଭିନୀତ ଏହି ଓଡ଼ିଆ ସିନେମା ‘ମୁଁ ଚୁଲବୁଲ୍…

ଅନ୍ନପୂର୍ଣ୍ଣା ମହାରଣା

ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) କ୍ଷେତ୍ର: ସମାଜସେବା ଭାରତୀୟ ମୁକ୍ତି ଆନ୍ଦୋଳନ କାଳର ଅନ୍ୟତମ ନିଷ୍ଠାପର ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ ଅନ୍ନପୂର୍ଣ୍ଣା ମହାରଣା । ୩ ନଭେମ୍ବର ୧୯୧୭ରେ ରମା ଦେବୀ ଓ ଗୋପବନ୍ଧୁ ଚୌଧୁରୀଙ୍କ ଦ୍ୱିତୀୟ ସନ୍ତାନ ଭାବେ ଜନ୍ମ ହୋଇଥିଲେ…

କୃଷ୍ଣଚନ୍ଦ୍ର ଗଜପତି

କୃଷ୍ଣଚନ୍ଦ୍ର ଗଜପତି (୧୮୯୨-୧୯୭୪) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଓଡ଼ିଶାର ଅଂଧକାର ସମୟକୁ ଆଲୋକିତ କରି ସର୍ବଭାରତୀୟ ସ୍ତରରେ ଓଡ଼ିଆ ଜାତିର ନବନିର୍ମାଣ କରିବା ପାଇଁ ଆଜୀବନ ଉଦ୍ୟମ କରିଥିବା ହାତଗଣତି କେତେଜଣ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିବେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ।…

କନ୍ଧମାଳ: ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀ ନିହତ

ଫୁଲବାଣୀ : ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ କନ୍ଧମାଳ ଜିଲ୍ଲାର ଗୋଛାପଡ଼ା ଅନ୍ତର୍ଗତ ବାନ୍ଦାପଡା ଠାରେ ମାଓବାଦୀଙ୍କ ଗୁଳିମାଡରେ ଜଣେ ମହିଳା ପୋଲିଂ ସୁପରଭାଇଜରଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ସୁପରଭାଇଜରଙ୍କ ନାମ ସଂଯୁକ୍ତା ଦିଗାଲ୍ ବୋଲି ଜଣାପଡିଥିବାବେଳେ…

ଓଡ଼ିଶାର ୨ୟ ପର୍ଯ୍ୟାୟ ନିର୍ବାଚନ: ୨୭୯ ଜଣ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର: ଏପ୍ରିଲ ୧୮ ଅର୍ଥାତ୍ ଆସନ୍ତାକାଲି ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ୨ୟ ପର୍ଯ୍ୟାୟରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ଲାଗି ମତଦାନ କରିବେ ଭୋଟର୍ । ଯେଉଁ ୫ଟି ଲୋକସଭା ଆସନ ଗୁଡ଼ିକ ଲାଗି ଭୋଟଗ୍ରହଣ ଅନୁଷ୍ଠିତ ହେବ ସେହି ଆସନ…