ହୋଲି ରଙ୍ଗରେ ରଙ୍ଗେଇ ହେଲା ସାରା ଦେଶ, ଦେଖନ୍ତୁ ଫଟୋ
ନୂଆଦିଲ୍ଲୀ: ଆଜି ହେଉଛି ରଙ୍ଗର ପର୍ବ ହୋଲି । ସାରା ଦେଶବାସୀ ଧୁମଧାମରେ ହୋଲି ଖେଳୁଛନ୍ତି । କରୋନା ଭାଇରସର ଭୟ ସତ୍ୱେ ନିଜ ସଂସ୍କୃତି ଓ ପରମ୍ପରାକୁ ଛାଡି ନାହାଁନ୍ତି ଭାରତବାସୀ । ହର୍ବାଲ ରଙ୍ଗ କିମ୍ବା ହଳଦୀ, ଚନ୍ଦନ ହେଉ ପଛେ ହୋଲି ଖେଳିବାକୁ ଆଗେଇ ଆସିଛନ୍ତି ସମସ୍ତେ । ଆସନ୍ତୁ ଦେଖିବା…