‘ପିତୃତ୍ୱ ଦିବସ’ ଅବସରରେ ଶିଳ୍ପୀ ସୁଦର୍ଶନଙ୍କ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ
ପୁରୀ: ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ‘ଫାଦର୍ସ ଡେ’ ତଥା ପିତୃତ୍ୱ ଦିବସ ଅବସରରେ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ।
ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ତାଙ୍କର ବାଲୁକା କଳା ମାଧ୍ୟମରେ ଆଜି…