ବିଜେଡ଼ି ଇସ୍ତାହାରରେ ଆମେ କୃଷକ, ମହିଳା ଓ ଯୁବବର୍ଗଙ୍କୁ ଗୁରୁତ୍ୱ ଦେଇଛୁ: ନବୀନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଦଳର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର କୃଷକ, ମହିଳା ଓ ଯୁବବର୍ଗଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ଲାଗି ସ୍ୱତନ୍ତ୍ର ଭାବେ ଏହି…