Latest Odisha News

BREAKING NEWS

ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ: ବିଜେପି ବିରୋଧରେ ବିଜେଡିର ମାମଲା ରୁଜୁ

ଭୁବନେଶ୍ୱର : ବିଜେପିର ୨୦୧୯ ଘୋଷଣା ପତ୍ରରେ ଓଡିଶାର ସାଢେ ୪ କୋଟି ଜନତାଙ୍କୁ ପ୍ରତାରଣା କରାଯାଇଥିବା ନେଇ ଶାସକ ଦଳ ବିଜେଡି ବିଜେପି ବିରୋଧରେ ଅଭିଯୋଗ କରିଛି । ୨୦୧୪ ମସିହାରେ ଭାରତୀୟ ଜନତା ପାର୍ଟି ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦେବା ଲାଗି ପ୍ରତୁଶ୍ରୁତି ଦେଇଥିଲେ । ମାତ୍ର…

ଭଣ୍ଡାରୀପୋଖରୀ ଆସନରୁ ନାମାଙ୍କନ ପତ୍ର ଦାଖଲ କଲେ ନିରଞ୍ଜନ

ଭୁବନେଶ୍ୱର : ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ସୋମବାର ଦିନ ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭଣ୍ଡାରୀପୋଖରୀ ବିଧାନସଭା ଆସନ ଲାଗି ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏନେଇ ନିରଞ୍ଜନ ଟ୍ୱିଟ୍ କରିଛନ୍ତି ।…

ଆସନ୍ତାକାଲି ପୁରୀରେ ରୋଡ ଶୋ’ କରିବେ ଅମିତ ଶାହ

ପୁରୀ : ଗଞ୍ଜାମର ପୋଲସରାରେ ନିର୍ବାଚନୀ ପ୍ରଚାର କରିବାର ଦୁଇଦିନ ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ଦିନ ଓଡିଶା ଗସ୍ତରେ ଆସି ପୁରୀରେ ରୋଡ ଶୋ’ କରିବେ । ଏସମ୍ପର୍କରେ ପାର୍ଟି ମୁଖପାତ୍ର ଗୋଲକ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତ. ଏହି ରୋଡ ଶୋ’ ପୁରୀ…

ଓଡିଶା ପୋଲିସ ଡିଜି ଭାବେ ବିକେ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ

ଭୁବନେଶ୍ୱର : ଓଡିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଅଗ୍ନିଶମ ବିଭାଗ ଡିଜି ବିଜୟ କୁମାର ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀଙ୍କ ଦେହାନ୍ତ ହେବା ଫଳରେ ସେ ଛୁଟିରେ ଥିବାରୁ ତାଙ୍କ ସ୍ଥାନରେ ୧୯୮୬ ବ୍ୟାଚର ବରିଷ୍ଠ…

ବାଲୁକା କଳାରେ ଭୋଟରଙ୍କୁ ସଚେତନ କଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର : ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ଛାତ୍ରମାନେ ଆଗାମୀ ସାଧାରଣ ନିର୍ବାଚନରେ ଭୋଟରମାନଙ୍କୁ ସଚେତନ ରହିବା ପାଇଁ ବାଲୁକା କଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ସହଯୋଗୀମାନେ…

ଗୁପ୍ତ ନୀତି ଲାଗି ୪ଘଣ୍ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ(ଏସଜିଟିଏ)…

ଆଜି ନୂଆପଡ଼ା ଓ କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମତଦାନ ଆଉ ୩ ଦିନ ବାକି ଥିବା ବେଳେ ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡ଼ା ଓ କଳାହାଣ୍ଡି ଗସ୍ତ କରୁଛନ୍ତି । ନବୀନ ଆଜି ଏହି ଦୁଇଟି ଜିଲ୍ଲାରେ ବିଜେଡ଼ି ପକ୍ଷରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ…

ଓଡିଶାରେ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ +୨ ପରିକ୍ଷା ଖାତା ମୂଲ୍ୟାୟନ

ଭୁବନେଶ୍ୱର : ରାଜ୍ୟରେ ଯୁକ୍ତ ୨ ପରିକ୍ଷା ଖାତା ମୂଲ୍ୟାଙ୍କନ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ସୋମବାର ଦିନ ଆରମ୍ଭ ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ)ର ବିଜ୍ଞପ୍ତି ଅନୁଯାୟୀ ଚଳିତବର୍ଷ ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ କରାଯିବ । ଏଥିସହିତ ପ୍ରଥମ ପର‌୍ୟ୍ୟାୟରେ…

ଭୁବନେଶ୍ୱର ଓ କଟକ ସମେତ ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା…

ଭୁବନେଶ୍ୱର/କଟକ: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ମିଳିଥିବା ସଦ୍ୟତମ ସୂଚନାନୁଯାୟୀ, ଓଡ଼ିଶାର ୧୧ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ଓ ମଧ୍ୟମ ଧରଣର ବୃଷ୍ଟିପାତ ସହିତ ସାମାନ୍ୟ ଝଡ଼ ହେବାର ସମ୍ଭାବନା ରହିଛି । ଏପରିକି ରାଜ୍ୟର ବ୍ୟସ୍ତ ବହୁଳ କଟକ ଓ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ…

ମଧୁମେହରୁ ଉପଶମ ଲାଗି ଖାଆନ୍ତୁ ଏହିସବୁ ଫଳ…

ଭୁବନେଶ୍ୱର: ଆଜିକାଲି ଘରେ ଘରେ ଡ଼ାଇବେଟିସ୍ ବା ମଧୁମେହ ରୋଗୀ ପୀଡ଼ିତ ଅଛନ୍ତି । ସାଧାରଣତଃ ଅନେକ ଖାଦ୍ୟର କଟକଣାକୁ ମାନି ନ’ଥାଆନ୍ତି ମଧୁମେହ ରୋଗୀ । ଏପରି ଅନେକ ଫଳ ରହିଛି ଯାହାକୁ ଦୈନିକ ଖାଇଲେ ମଧୁମେହ ରୋଗୀଙ୍କର କୌଣସି ଅସୁବିଧା ହୋଇ ନଥାଏ । ଅଙ୍ଗୁର – ମଧୁମେହ ରୋଗୀଙ୍କ ପାଇଁ ଆଉ…