ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ୨ ଓଡ଼ିଆ ବୀର ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ୱର: ଗଲୱାନ ଘାଟିରେ ଚୀନ୍ ଓ ଭାରତୀୟ ଯବାନଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ପ୍ରାଣ ହରାଇଥିବା ଓଡିଶାର ଦୁଇ ବୀରଙ୍କ ଶେଷକୃତ୍ୟ ଶୁକ୍ରବାର ଦିନ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି।
ସହିଦ ଯବାନଙ୍କ ମୃତ ଶରୀର ତାଙ୍କ ପୈତୃକ ଗ୍ରାମରେ ପହଞ୍ଚିବା ପରେ ପରିବାର…