ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ବିପଦରେ
ଭୋପାଳ: ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ବିପଦରେ ପଡିଛି । ମୁଖ୍ୟମନ୍ତ୍ରୀ କମଳନାଥ ସରକାର ବଂଚାଇବା ପାଇଁ ଯଥାସମ୍ଭବ ଉଦ୍ୟମ ଜାରି ରଖିଛନ୍ତି । ହରଦୀପ ସିଂହ ଡଙ୍ଗ ବିଧାନସଭା ସଦସ୍ୟତାରୁ ଇସ୍ତଫା ଦେବା ପରେ ଆଉ ୭ ବିଧାୟକ ଇସ୍ତଫା ଦେବା ନେଇ ଚର୍ଚ୍ଚା ହେଉଛି । ଏହାକୁ ରୋକିବା ପାଇଁ କମଲନାଥ…