ଓଡିଶାରେ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୬ ତାରିଖରେ ୧୭ଟି ରାଜ୍ୟର ୫୫ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ସେଥିପାଇଁ ଓଡିଶା ବିଧାନସଭା ସଚିବାଳୟ ଶୁକ୍ରବାର ଦିନ ଓଡିଶାର ୪ଟି ରାଜ୍ୟସଭା ଆସନ ଖାଲି ଥିବା ନେଇ ବିଜ୍ଞପ୍ତି ଜାରି କରିଛନ୍ତି ।…