ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ଯେ, ଗୁରୁବାରଠାରୁ ରାଜ୍ୟର ଅନେକ ସ୍ଥାନରେ ୩୦…