ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଓ ରାହୁଲଙ୍କୁ ହାଇକୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ: ଆଜି (ଡିସେମ୍ବର ୨୨, ୨୦୨୫) ଦିଲ୍ଲୀ ହାଇକୋର୍ଟ ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟ ଅଭିଯୁକ୍ତମାନଙ୍କୁ ନୋଟିସ୍ ଜାରି କରିଛନ୍ତି। ରାଉଜ୍ ଆଭେନ୍ୟୁ କୋର୍ଟ ଏହି ମାମଲାରେ ରାହୁଲ ଏବଂ ସୋନିଆ ଗାନ୍ଧୀଙ୍କ ବିରୋଧରେ…